weather report
Weather Report: ଏହି ୧୬ ଜିଲ୍ଲାକୁ ୟେଲୋ ୱାର୍ଣିଂ, ବିଜୁଳି, ଘଡ଼ଘଡ଼ି ସହ କାଳବୈଶାଖୀ ବର୍ଷା...
Weather Report: ଆଗାମୀ ୨୪ ଘଣ୍ଟାରେ ରାଜ୍ୟର ୧୬ଟି ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ସହ କାଳବୈଶାଖୀ ବର୍ଷା ହେବା ନେଇ କହିଛି ପାଣିପାଗ ବିଭାଗ। ସୁନ୍ଦରଗଡ଼, ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ,ଯାଜପୁର, କେନ୍ଦ୍ରାପଡ଼ା, ଢେଙ୍କାନାଳ, ଅନୁଗୁଳ, କଟକ, କନ୍ଧମାଳ, ଗଞ୍ଜାମ, କଳାହାଣ୍ଡି, କୋରାପୁଟ, ରାୟଗଡ଼ା, ଗଜପତି, ଏହି ସବୁ ଜିଲ୍ଲାମାନଙ୍କ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।
Jun 1,2024, 6:18 AM IST