Gold Rate Today: ଆଜି ସୁନା କିଣିବା ପାଇଁ ପ୍ଲାନ୍ କରୁଛନ୍ତି କି, ଜାଣନ୍ତୁ ଭୁବନେଶ୍ବରରେ ଭରି ପିଛା କେତେ ଅଛି ରେଟ୍ ?
Advertisement
Article Detail0/zeeodisha/odisha2236501

Gold Rate Today: ଆଜି ସୁନା କିଣିବା ପାଇଁ ପ୍ଲାନ୍ କରୁଛନ୍ତି କି, ଜାଣନ୍ତୁ ଭୁବନେଶ୍ବରରେ ଭରି ପିଛା କେତେ ଅଛି ରେଟ୍ ?

Gold Silver Price: ସୁନା ପ୍ରେମୀଙ୍କ ପାଇଁ ବଡ଼ ଖବର। ସପ୍ତାହ ଆରମ୍ଭରୁ ପୁଣି ବଢିଲା ସୁନା ରେଟ୍। ଯଦି ଆପଣ ଆଜି ସୁନା କିଣିବା ପାଇଁ ଯୋଜନା କରୁଛନ୍ତି । ତେବେ, ଏହି ଖବରଟି ଆପଣଙ୍କ ପାଇଁ ବେଶ୍ ଗୁରୁତ୍ବପୂର୍ଣ୍ଣ ଅଟେ। ତେବେ, ଆସନ୍ତୁ ଜାଣିବା କେଉଁ ସହରରେ କେତେ ରହିଛି ସୁନା ଦର।...  

Gold Rate Today: ଆଜି ସୁନା କିଣିବା ପାଇଁ ପ୍ଲାନ୍ କରୁଛନ୍ତି କି, ଜାଣନ୍ତୁ ଭୁବନେଶ୍ବରରେ ଭରି ପିଛା କେତେ ଅଛି ରେଟ୍ ?

Gold Silver Price: ସୁନା ପ୍ରେମୀଙ୍କ ପାଇଁ ବଡ଼ ଖବର। ସପ୍ତାହ ଆରମ୍ଭରୁ ପୁଣି ବଢିଲା ସୁନା ରେଟ୍। ବର୍ତ୍ତମାନ, ଦେଶରେ ୨୨ କ୍ୟାରେଟ୍ ସୁନା ଦର ୧୦ ଗ୍ରାମ୍ ପିଛା ୬୬ ହଜାର ପାର୍ କରି ସାରିଛି। ଯଦି ଆପଣ ଆଜି ସୁନା କିଣିବା ପାଇଁ ଯୋଜନା କରୁଛନ୍ତି । ତେବେ, ଏହି ଖବରଟି ଆପଣଙ୍କ ପାଇଁ ବେଶ୍ ଗୁରୁତ୍ବପୂର୍ଣ୍ଣ ଅଟେ। ତେବେ, ଆସନ୍ତୁ ଜାଣିବା କେଉଁ ସହରରେ କେତେ ରହିଛି ସୁନା ଦର।...  

ALSO READ: Petrol Diesel Price: ସପ୍ତାହ ଆରମ୍ଭରୁ ଆସିଲା ଖୁସି ଖବର, ଏତିକି ଟଙ୍କା ଶସ୍ତା ହେଲା ତୈଳଦର

ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନାର ୧୦ ଗ୍ରାମ ମୂଲ୍ୟ ୬୬, ୦୫୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟର ଦାମ୍  ୭୨, ୦୫୦ ଟଙ୍କା ରହିଛି । ତେବେ, ଆମେ ଏଠାରେ ଆପଣଙ୍କୁ ସୂଚନା ଦେବାକୁ ଚାହିଁବୁ ଯେ, ୨୨ କ୍ୟାରେଟ୍ ରେ ୨୦୦ ଓ  ୨୪ କ୍ୟାରେଟରେ ୨୨୦ ଟଙ୍କା ବୃଦ୍ଧି ହୋଇଛି। ସେହିପରି, ଦେଶର ରାଜଧାନୀ ଦିଲ୍ଲୀରେ ୨୨ କ୍ୟାରେଟ ସୁନାର ୧୦ ଗ୍ରାମ ମୂଲ୍ୟ ୬୬,୨୦୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟର ଦାମ୍ ୭୨,୨୦୦ ଟଙ୍କା ରହିଛି। ୨୨ କ୍ୟାରେଟ୍ ରେ ୨୦୦ ଓ  ୨୪ କ୍ୟାରେଟରେ  ୨୨୦ ଟଙ୍କା ବୃଦ୍ଧି ହୋଇଛି।  ଅନ୍ୟପଟେ, ମାୟାନଗରୀ ମୁମ୍ବାଇରେ  ୨୨ କ୍ୟାରେଟ ସୁନାର ୧୦ ଗ୍ରାମ ମୂଲ୍ୟ ୬୬, ୦୫୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟର ଦାମ୍ ୭୨,୦୫୦ ଟଙ୍କା ରହିଛି । ୨୨ କ୍ୟାରେଟରେ ୨୦୦ ଓ ୨୪ କ୍ୟାରେଟରେ ୨୨୦ ଟଙ୍କା ଦର ବଢିଛି। 

ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ବି ସୁନା ମୂଲ୍ୟରେ ପରିବର୍ତ୍ତନ ଦେଖିବାକୁ ମିଳିଛି । ଚେନ୍ନାଇ ବଜାରରେ ୨୨ କ୍ୟାରେଟ ସୁନାର ୧୦ ଗ୍ରାମ ମୂଲ୍ୟ ୬୬,୧୦୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟର ମୂଲ୍ୟ ୧୦ ଗ୍ରାମ୍ ପିଛା ୭୨,୧୧୦ ଟଙ୍କା ରହିଛି। ୨୨ କ୍ୟାରେଟ୍ ରେ ୧୦୦ ଓ ୨୪ କ୍ୟାରେଟରେ ୧୧୦ ଟଙ୍କା ବୃଦ୍ଧି ପାଇଛି। ସେହିକ୍ରମରେ ଓଡି଼ଶାର ରାଜଧାନୀ ଭୁବନେଶ୍ବରରେ ୨୨ କ୍ୟାରେଟ ସୁନାର ୧୦ ଗ୍ରାମ ମୂଲ୍ୟ ୬୬,୦୫୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟର ୧୦ ଗ୍ରାମ୍ ମୂଲ୍ୟ ୭୨,୦୫୦ ଟଙ୍କା ରହିଛି । ତେବେ, ୨୨ କ୍ୟାରେଟ୍ ରେ ୨୦୦ ଓ ୨୪ କ୍ୟାରେଟରେ ୨୨୦ ଟଙ୍କା ଦର ବଢିଛି।  ଏବଂ ରୂପା କେଜି ପିଛା ୧୦୦୦ ଟଙ୍କା ବୃଦ୍ଧି ପାଇ ଦର ୮୭,୫୦୦ ଟଙ୍କାରେ ପହଞ୍ଚିଛି।